2 ରାଜାବଳୀ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର-ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନର୍ନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ। Gade chapit laଓଡିଆ ବାଇବେଲ12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ। Gade chapit laପବିତ୍ର ବାଇବଲ12 ସେମାନେ ମଧ୍ୟ ପ୍ରସ୍ତର କାରିଗର, ପ୍ରସ୍ତର କଟାଳୀମାନଙ୍କୁ ଦେଲେ ଓ ମନ୍ଦିରର ପୁନଃନିର୍ମାଣ ନିମନ୍ତେ ଆବଶ୍ୟକୀୟ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କାଠ, ଖୋଦିତ ପ୍ରସ୍ତର ଓ ଅନ୍ୟାନ୍ୟ ଦ୍ରବ୍ୟ କିଣିବାରେ ସେହି ମୁଦ୍ରାକୁ ବ୍ୟବହାର କଲେ। Gade chapit la |