Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ।

Gade chapit la Kopi

ଓଡିଆ ବାଇବେଲ

3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

Gade chapit la Kopi

ପବିତ୍ର ବାଇବଲ

3 ତଥାପି ସେ, ଉଚ୍ଚସ୍ଥଳୀ ଗୁଡ଼ିକୁ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ବଳିଦାନ ଉତ୍ସର୍ଗ କଲେ ଓ ସେହି ଉଚ୍ଚ ସ୍ଥାନମାନଙ୍କରେ ଧୂପ ଜଳାଇଲେ।

Gade chapit la Kopi




2 ରାଜାବଳୀ 12:3
13 Referans Kwoze  

ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।


ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।


ଯିହୋୟାଦା ଯାଜକ ଯୋୟାଶ୍‍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।


ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।


ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।


ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।


Swiv nou:

Piblisite


Piblisite