Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ତେଇଶ୍ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଯିହୁଦାର ରାଜା ଅହସିୟଙ୍କ ପୁତ୍ର ଯୋୟାଶଙ୍କ ରାଜତ୍ୱର ତ୍ରୟବିଂଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରିୟାରେ ଇସ୍ରାଏଲ ଉପରେ ରାଜା ହେଲେ। ସେ ସତର ବର୍ଷ ରାଜତ୍ୱ କଲେ।

Gade chapit la Kopi




2 ରାଜାବଳୀ 13:1
10 Referans Kwoze  

ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।


ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।


ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।


ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।


ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ-ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”


ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍‍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍‍ଶେବା ନିବାସିନୀ ଥିଲେ।


ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।


ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।


Swiv nou:

Piblisite


Piblisite