Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହି ଯିହୋୟାହସ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ଏହି ଯିହୋୟାହସ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Gade chapit la Kopi

ପବିତ୍ର ବାଇବଲ

8 ଯିହୋୟାହସଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ କାର୍ଯ୍ୟାବଳୀ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।

Gade chapit la Kopi




2 ରାଜାବଳୀ 13:8
8 Referans Kwoze  

ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?


କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।


ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।


ଏଥିଉତ୍ତାରେ ଯିହୋୟାହସ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


Swiv nou:

Piblisite


Piblisite