Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲର ରାଜା ଯିହୋୟାହ‌ସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମ‌ତ୍‌ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ।

Gade chapit la Kopi




2 ରାଜାବଳୀ 14:1
10 Referans Kwoze  

ଯିହୁଦାର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ।


ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;


ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।


ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।


ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।


ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।


ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।


ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।


Swiv nou:

Piblisite


Piblisite