2 ରାଜାବଳୀ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ। Gade chapit laଓଡିଆ ବାଇବେଲ2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ। Gade chapit laପବିତ୍ର ବାଇବଲ2 ସେ ପଚିଶ୍ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ୍ ବର୍ଷ ଯିରୁଶାଲମରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ଯିହୋୟଦ୍ଦନ୍ ଓ ସେ ସ୍ତ୍ରୀ ଯିରୁଶାଲମ ନିବାସିନୀ ଥିଲେ। Gade chapit la |