Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

Gade chapit la Kopi

ପବିତ୍ର ବାଇବଲ

4 ସେ ଉଚ୍ଚସ୍ଥଳୀଗୁଡ଼ିକ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କରେ ବଳିଦାନ କଲେ ଓ ଧୂପ ଜଳାଇଲେ।

Gade chapit la Kopi




2 ରାଜାବଳୀ 14:4
6 Referans Kwoze  

ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।


ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,


Swiv nou:

Piblisite


Piblisite