Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁଙ୍କ ଦୃଷ୍ଟିରେ ଅସରିୟ ଯଥାର୍ଥ କର୍ମମାନ କଲେ। ଠିକ୍ ସେହିପରି ତାଙ୍କର ପିତା ଅମ‌ତ୍‌ସିୟ ପରି ସେ କରିଥିଲେ।

Gade chapit la Kopi




2 ରାଜାବଳୀ 15:3
8 Referans Kwoze  

ପୁଣି, ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।


ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।


ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।


ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।


Swiv nou:

Piblisite


Piblisite