2 ରାଜାବଳୀ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Gade chapit laଓଡିଆ ବାଇବେଲ5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ। Gade chapit laପବିତ୍ର ବାଇବଲ5 ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ। Gade chapit la |