Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ଯିଖରିୟ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଗ୍ଭଲିଲେ। ଯେଉଁଗୁଡ଼ିକ ସଦାପ୍ରଭୁଙ୍କ ଦୃଷ୍ଟିରେ ଭୁଲ୍ ବୋଲି ବିବେଚିତ ହୁଏ। ନବାଟଙ୍କ ପୁତ୍ର ଯାରବିୟାମ ଯିଏ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ ସେ ସେହି ପାପ ପଥରୁ ବିମୁଖ ହେଲେ ନାହିଁ।

Gade chapit la Kopi




2 ରାଜାବଳୀ 15:9
12 Referans Kwoze  

ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।


ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।


ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍‍ ତହିଁରୁ ବିମୁଖ ହେଲେ ନାହିଁ।


ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।


ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।


ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।


ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।


ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”


ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।


ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।


Swiv nou:

Piblisite


Piblisite