2 ରାଜାବଳୀ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍ ପିଲେଷରକୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ। Gade chapit laଓଡିଆ ବାଇବେଲ10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ10 ରାଜା ଆହାସ୍ ଅଶୂରର ରାଜା ତିଗ୍ଲତ-ପିଲେଷରଙ୍କୁ ଭେଟିବାକୁ ଦମ୍ମେଶକ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ। ତା'ପରେ ଆହାସର ରାଜା ସେହି ଯଜ୍ଞବେଦିରେ ସକଳ ଶିଳ୍ପକଳା ଅନୁସାରେ ସେହିପ୍ରକାର ଆକୃତି ଉରିୟ ଯାଜକ ନିକଟକୁ ପଠାଇଲେ। Gade chapit la |
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।