2 ରାଜାବଳୀ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। Gade chapit laଓଡିଆ ବାଇବେଲ2 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। Gade chapit laପବିତ୍ର ବାଇବଲ2 ଆହାସଙ୍କୁ ଯେତେବେଳେ କୋଡ଼ିଏ ବର୍ଷ ହୋଇଥିଲା ସେ ରାଜା ହେଲେ ଓ ଯିରୁଶାଲମରେ ଷୋହଳ ବର୍ଷ ରାଜ୍ୟ କଲେ। ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ନ ଥିଲେ। ସେ କୁକର୍ମମାନ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ଉଚିତ୍ ନ ଥିଲା। Gade chapit la |