2 ରାଜାବଳୀ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖଠାରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ। Gade chapit laଓଡିଆ ବାଇବେଲ3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ। Gade chapit laପବିତ୍ର ବାଇବଲ3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପରି ବସବାସ କଲେ। ଜଘନ୍ୟ ପାପ ପ୍ରଥା ଅନୁସାରେ ସେ ତାଙ୍କର ପୁତ୍ରକୁ ଅଗ୍ନିରେ ବଳିଦାନ କଲେ। ଯାହା ଜାତିମାନଙ୍କ ଦ୍ୱାରା ଅନୁକରଣ ହୋଇଥିଲା, ତେଣୁ ସଦାପ୍ରଭୁ ଭୂମିରୁ ସେମାନଙ୍କୁ ଜୋର୍ କରି ତଡ଼ି ଦେଲେ, ଯେତେବେଳେ ଇସ୍ରାଏଲମାନେ ଆସିଲେ। Gade chapit la |
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।