Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେସମୟରେ ଅରାମର ରାଜା ରତ୍ସୀନ୍, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟ-ମାନଙ୍କୁ ଏଲତ୍ରୁ ତଡ଼ିଦେଲା; ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଅଦ୍ୟାପି ସେଠାରେ ବାସ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ସେହି ସମୟରେ ଅରାମର ରାଜା ରତ୍‍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ସେ ସମୟରେ ଅରାମର ରାଜା ର‌ତ୍‌ସୀନ୍ ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀମାନଙ୍କୁ ଏଲ‌ତ୍‌ରୁ ତଡ଼ି ଦେଲେ। ସେଠାରେ ଅରାମୀୟମାନେ ଆସି ଅଦ୍ୟାବଧି ବାସ କରୁଛନ୍ତି।

Gade chapit la Kopi




2 ରାଜାବଳୀ 16:6
4 Referans Kwoze  

ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।


ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।


ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।


ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍‍ ଓ ଇତ୍‍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।


Swiv nou:

Piblisite


Piblisite