2 ରାଜାବଳୀ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରିତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନ୍କୁ ବଧ କଲା। Gade chapit laଓଡିଆ ବାଇବେଲ9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା। Gade chapit laପବିତ୍ର ବାଇବଲ9 ଏଥିରେ ଅଶୂରର ରାଜା ଆହାସଙ୍କୁ ସାହାଯ୍ୟ କରିବାକୁ ରାଜି ହେଲେ ଓ ସେ ଆକ୍ରମଣ କଲେ। ଦମ୍ମେଶକ ଅଧିକାର କଲେ ଓ ସେଠିକାର ଲୋକମାନଙ୍କୁ ବନ୍ଦୀ କରି କୀର ନଗରକୁ ନେଇଗଲେ। ଆଉ ସେ ରତ୍ସୀନଙ୍କୁ ବଧ କଲେ। Gade chapit la |