2 ରାଜାବଳୀ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ। Gade chapit laଓଡିଆ ବାଇବେଲ3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ। Gade chapit laପବିତ୍ର ବାଇବଲ3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ସଲ୍ମନେଷର ଯୁଦ୍ଧ କରିବାକୁ ଆସିଲେ। ସେ ତାଙ୍କୁ ପରାସ୍ତ କରି ନିଜର ଅଧୀନସ୍ଥ କଲେ। ତେଣୁ ହୋଶେୟ ତାଙ୍କୁ ସନ୍ତୁଷ୍ଟ କରିବାକୁ ବ୍ୟକ୍ତିଗତ ଭାବରେ ଦାନ ଦେଲେ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।