Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟ-ମାନଙ୍କୁ ସଂହାର କଲେ।

Gade chapit la Kopi

ଓଡିଆ ବାଇବେଲ

8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ

8 ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗ ଅବଧି ପ୍ରାଚୀରବେଷ୍ଟିତ ବଡ଼ ଓ ଛୋଟ ନଗରଗୁଡ଼ିକ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

Gade chapit la Kopi




2 ରାଜାବଳୀ 18:8
9 Referans Kwoze  

“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।


ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।


ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।


ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।


ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।


ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।


ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ମାତ୍ର ଏବେ ସଦାପ୍ରଭୁ ମୋʼ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।


Swiv nou:

Piblisite


Piblisite