2 ରାଜାବଳୀ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ। Gade chapit laଓଡିଆ ବାଇବେଲ1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ। Gade chapit laପବିତ୍ର ବାଇବଲ1 ରାଜା ହିଜକିୟ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ୟସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। Gade chapit la |