Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

10 “ତୁମ୍ଭେମାନେ ଯିହୁଦାର ରାଜା ହିଜକିୟଙ୍କୁ ଏହିକଥା କହିବ, ‘ତୁମ୍ଭର ପରମେଶ୍ୱର ଯାହାଙ୍କୁ ବିଶ୍ୱାସ କର ତୁମ୍ଭମାନଙ୍କୁ କଥାରେ ଭୁଲ୍ ବାଟରେ ନ ନିଅନ୍ତୁ, ଯିରୁଶାଲମ ଅଶୂରୀୟ ରାଜାଙ୍କ ଦ୍ୱାରା ଅଧିକୃତ ହେବ ନାହିଁ।

Gade chapit la Kopi




2 ରାଜାବଳୀ 19:10
7 Referans Kwoze  

ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।


ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,


ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


Swiv nou:

Piblisite


Piblisite