Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କ’ଣ ଉଦ୍ଧାର ପାଇବ ?

Gade chapit la Kopi

ପବିତ୍ର ବାଇବଲ

11 ଦେଖ, ତୁମ୍ଭେମାନେ ମଧ୍ୟ ଶୁଣିଅଛ ଯେ, ଅଶୂରୀୟ ରାଜାମାନେ ଅନ୍ୟ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିଅଛନ୍ତି। ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ? ନା!

Gade chapit la Kopi




2 ରାଜାବଳୀ 19:11
9 Referans Kwoze  

“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।


ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ମଧ୍ୟ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ନିନ୍ଦା କରିବାକୁ ଓ ତାହାଙ୍କ ବିରୁଦ୍ଧରେ କଥା କହିବାକୁ ଏହିପରି ପତ୍ରମାନ ଲେଖିଲା, ଯଥା, “ନାନା ଦେଶୀୟ ଲୋକମାନଙ୍କ ଦେବଗଣ ଯେପରି ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ନାହାନ୍ତି, ସେପରି ହିଜକୀୟର ପରମେଶ୍ୱର ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବେ ନାହିଁ।”


Swiv nou:

Piblisite


Piblisite