Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

Gade chapit la Kopi

ଓଡିଆ ବାଇବେଲ

12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍‍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ?

Gade chapit la Kopi

ପବିତ୍ର ବାଇବଲ

12 ଆଉ ମଧ୍ୟ ମୋର ପୂର୍ବପୁରୁଷଗଣ ଗୋଶନ, ହାରୋଣ, ରେ‌ତ୍‌ସଫ ଦେଶୀୟମାନଙ୍କୁ ଓ ତଲଃସର ନିବସୀ ଏଦନ ସନ୍ତାନମାନଙ୍କୁ ବିନାଶ କରିଛନ୍ତି। ସେମାନଙ୍କର ଦେବତାଗଣ ସେମାନଙ୍କୁ ଉଦ୍ଧାର କରି ପାରିଲେ ନାହିଁ?

Gade chapit la Kopi




2 ରାଜାବଳୀ 19:12
11 Referans Kwoze  

ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”


ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।


ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?


ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।


Swiv nou:

Piblisite


Piblisite