2 ରାଜାବଳୀ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ। Gade chapit laଓଡିଆ ବାଇବେଲ2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମକୁ, ଲେଖକ ଶିବ୍ନକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ। Gade chapit la |