2 ରାଜାବଳୀ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।” Gade chapit laପବିତ୍ର ବାଇବଲ (Re-edited) - (BSI)4 ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର। Gade chapit laଓଡିଆ ବାଇବେଲ4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’” Gade chapit laପବିତ୍ର ବାଇବଲ4 ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।” Gade chapit la |
ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।