2 ରାଜାବଳୀ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା; Gade chapit laଓଡିଆ ବାଇବେଲ8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା। Gade chapit laପବିତ୍ର ବାଇବଲ8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍କୁ ପ୍ରସ୍ଥାନ କରିଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ଲିବ୍ନା ବିରୁଦ୍ଧରେ ତାକୁ ଯୁଦ୍ଧ କରୁଥିବାର ଦେଖିଲା। Gade chapit la |