2 ରାଜାବଳୀ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। Gade chapit laପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗିଲ୍ଗଲ୍ଠାରୁ ସେମାନଙ୍କର ରାସ୍ତାରେ ଥିଲେ। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।