2 ରାଜାବଳୀ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ସେ କହିଲେ, ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ। Gade chapit laଓଡିଆ ବାଇବେଲ10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।” Gade chapit laପବିତ୍ର ବାଇବଲ10 ଏଲିୟ କହିଲେ, “ତୁମ୍ଭେ ଏକ କଷ୍ଟକର ବିଷୟ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନେଇଯିବା ବେଳେ, ତୁମ୍ଭେ ଯଦି ମୋତେ ଦେଖିବ ତେବେ ତୁମ୍ଭ ପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମୋତେ ଦେଖିବ ନାହିଁ, ତାହାହେଲେ ସେପରି ଘଟିବ ନାହିଁ।” Gade chapit la |