2 ରାଜାବଳୀ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ଵମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କି ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ଵର୍ଗାରୋହଣ କଲେ। Gade chapit laଓଡିଆ ବାଇବେଲ11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ। Gade chapit laପବିତ୍ର ବାଇବଲ11 ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା'ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ। Gade chapit la |