Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ତ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

13 ଏଲିୟଙ୍କ ବସ୍ତ୍ର ଭୂମିରେ ପଡ଼ିଲାମାତ୍ରେ ଇଲୀଶାୟ ତାକୁ ଉଠାଇ ନେଲେ। ତା'ପରେ ସେ ଯର୍ଦ୍ଦନ ନଦୀ ତୀରରେ ଛିଡ଼ା ହୋଇ ପାଣିକୁ ଆଘାତ କରି କହିଲେ, “ଏଲିୟଙ୍କର ପରମେଶ୍ୱର, ସଦାପ୍ରଭୁ କେଉଁଠାରେ ଅଛନ୍ତି?”

Gade chapit la Kopi




2 ରାଜାବଳୀ 2:13
7 Referans Kwoze  

ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।


ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।


ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।


ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।


ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।


Swiv nou:

Piblisite


Piblisite