Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାʼନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ

8 ଏଲିୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଠିଆ ହୋଇ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଓ ସେ ଦୁହେଁ ଶୁଷ୍କ ଭୂମି ଦେଇ ନଦୀ ପାର ହେଲେ।

Gade chapit la Kopi




2 ରାଜାବଳୀ 2:8
12 Referans Kwoze  

ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।


ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।


ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।


କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।


Swiv nou:

Piblisite


Piblisite