Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

4 ଯିଶାଇୟ ଗ୍ରାମର ମଧ୍ୟଭାଗକୁ ପରିତ୍ୟାଗ କରିବା ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,

Gade chapit la Kopi




2 ରାଜାବଳୀ 20:4
4 Referans Kwoze  

ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।


ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।


Swiv nou:

Piblisite


Piblisite