2 ରାଜାବଳୀ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍-ବକ୍ତାଗଣ ଦ୍ଵାରା ଏହି କଥା କହିଲେ, Gade chapit laଓଡିଆ ବାଇବେଲ10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ, Gade chapit laପବିତ୍ର ବାଇବଲ10 ସଦାପ୍ରଭୁ ଆପଣା ସେବକ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହିକଥା କହିଲେ। Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”