2 ରାଜାବଳୀ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା; Gade chapit laଓଡିଆ ବାଇବେଲ7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ7 ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ। Gade chapit la |
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’