Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉଣସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୋଶିୟ ଆଠ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଦୀଦା ଓ ସେ ବସ୍କତୀୟ ଅଦାୟଙ୍କର କନ୍ୟା ଥିଲେ।

Gade chapit la Kopi




2 ରାଜାବଳୀ 22:1
14 Referans Kwoze  

ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;


ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,


ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।


ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।


ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।


ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।


ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।


ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”


ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।


ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।


ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,


Swiv nou:

Piblisite


Piblisite