Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ଵାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ

4 “ତୁମ୍ଭେ ମହାଯାଜକ ହି‌ଲ୍‌‌‌କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ।

Gade chapit la Kopi




2 ରାଜାବଳୀ 22:4
14 Referans Kwoze  

ଏଥିଉତ୍ତାରେ ଯୋୟାଶ୍‍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍‍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,


କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।


ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।


ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,


ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;


ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।


ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”


Swiv nou:

Piblisite


Piblisite