Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅର୍ଥାତ୍, ସୂତ୍ରଧର ଓ ଗାନ୍ଥକ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ ଓ ଗୃହର ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

6 ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

6 ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ।

Gade chapit la Kopi




2 ରାଜାବଳୀ 22:6
5 Referans Kwoze  

ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।


ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।


ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,


ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।


ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।


Swiv nou:

Piblisite


Piblisite