Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନ- ବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ

1 ଯିହୁଦା ଓ ଯିରୁଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଆସି ସାକ୍ଷାତ କରିବାକୁ ଯୋଶିୟ ରାଜା କହିଲେ।

Gade chapit la Kopi




2 ରାଜାବଳୀ 23:1
8 Referans Kwoze  

କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।


ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।


ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି।


ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।


ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।


ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।


ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।


Swiv nou:

Piblisite


Piblisite