2 ରାଜାବଳୀ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୋଟୀ ଭୋଜନ କଲେ। Gade chapit laଓଡିଆ ବାଇବେଲ9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ। Gade chapit la |