Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ୍-ରାଜା ବନ୍ଦୀ କରି ବାବିଲ୍‍କୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ଆଉ ମଧ୍ୟ ସେ 7,000 ବଳବାନ ସୈନିକ ଓ 1,000 ଶିଳ୍ପୀ ଓ କର୍ମଗ୍ଭରୀମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ନେଇଗଲା। ଏମାନେ ସମସ୍ତେ ତାଲିମପ୍ରାପ୍ତ ସୈନିକ ଥିଲେ ଓ ଯୁଦ୍ଧ ଯୋଗ୍ୟ ଥିଲେ।

Gade chapit la Kopi




2 ରାଜାବଳୀ 24:16
8 Referans Kwoze  

ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;


ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।


ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ


ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।


ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।


ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:


Swiv nou:

Piblisite


Piblisite