2 ରାଜାବଳୀ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ, Gade chapit laପବିତ୍ର ବାଇବଲ (Re-edited) - (BSI)3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ Gade chapit laଓଡିଆ ବାଇବେଲ3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ, Gade chapit laପବିତ୍ର ବାଇବଲ3 ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦାରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହିରୂପେ ସଦାପ୍ରଭୁ ସେମାନଙ୍କୁ ତାଙ୍କ ଦୃଷ୍ଟିରୁ ଦୂରେଇ ଦେଲେ। Gade chapit la |
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।