Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ଯିହୋୟାକୀମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

6 ଯିହୋୟାକୀ‌ମଙ୍କ ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ରାଜ୍ୟ କଲେ।

Gade chapit la Kopi




2 ରାଜାବଳୀ 24:6
7 Referans Kwoze  

ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।


ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।


ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।


ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


“ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,


Swiv nou:

Piblisite


Piblisite