Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଇଲୀଶାୟ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ଉପତ୍ୟକାରେ ଗାତମାନ ଖୋଳ।’

Gade chapit la Kopi




2 ରାଜାବଳୀ 3:16
4 Referans Kwoze  

ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।


ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’


Swiv nou:

Piblisite


Piblisite