Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍‍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣା-ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା-ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍‍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

21 ମୋୟାବୀୟମାନେ ଶୁଣିଲେ ଯେ ରାଜାମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସେମାନେ ସମସ୍ତେ ଏପରିକି ଅତ୍ୟଧିକ ବୃଦ୍ଧମାନେ ମଧ୍ୟ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ଯୁଦ୍ଧ ପାଇଁ ସୀମାନ୍ତରେ ଅପେକ୍ଷା କରି ରହିଲେ।

Gade chapit la Kopi




2 ରାଜାବଳୀ 3:21
4 Referans Kwoze  

ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,


ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”


ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।


ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।


Swiv nou:

Piblisite


Piblisite