Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଆହାବଙ୍କର ମୃତ୍ୟୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।

Gade chapit la Kopi

ପବିତ୍ର ବାଇବଲ

5 ମାତ୍ର ଆହାବଙ୍କ ମୃତ୍ୟୁପରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧାଚରଣ କଲେ।

Gade chapit la Kopi




2 ରାଜାବଳୀ 3:5
5 Referans Kwoze  

ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।


ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।


ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।


ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।


Swiv nou:

Piblisite


Piblisite