Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ସେ କହିଲେ, ଆମ୍ଭେମାନେ କେଉଁ ବାଟେ ଯିବା? ତହୁଁ ସେ ଉତ୍ତର କଲେ, ଇଦୋମ-ପ୍ରାନ୍ତର ବାଟେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା ?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର ପଥ ଦେଇ।”

Gade chapit la Kopi

ପବିତ୍ର ବାଇବଲ

8 ଯିହୋରାମଙ୍କୁ ଯିହୋଶାଫଟ୍ ପଗ୍ଭରିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ଯିହୋରାମ୍ ଉତ୍ତର ଦେଲେ, “ଆମ୍ଭେମାନେ ଇଦୋମର ମରୁଭୂମି ପ୍ରାନ୍ତର ଦେଇ ଯିବା।”

Gade chapit la Kopi




2 ରାଜାବଳୀ 3:8
4 Referans Kwoze  

ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।


ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”


ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।


Swiv nou:

Piblisite


Piblisite