Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକି ଯାଇ ଶୟନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଦିନେ ଇଲୀଶାୟ ସେହି ସ୍ତ୍ରୀଲୋକର ଗୃହକୁ ଆସିଲେ ଓ ସେହି କୋଠରୀରେ ଯାଇ ଶୟନ କଲେ।

Gade chapit la Kopi




2 ରାଜାବଳୀ 4:11
3 Referans Kwoze  

ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”


ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।


ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।


Swiv nou:

Piblisite


Piblisite