Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଇଲୀଶାୟ ତାହାକୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି? ମୋତେ କୁହ; ଘରେ ତୁମ୍ଭର କଅଣ ଅଛି? ଏଥିରେ ସେ କହିଲା, ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି ?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

2 ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?” ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।”

Gade chapit la Kopi




2 ରାଜାବଳୀ 4:2
10 Referans Kwoze  

ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।


ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।


ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”


Swiv nou:

Piblisite


Piblisite