Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ମାତା ଉପରକୁ ଯାଇ ପରମେଶ୍ଵରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ଵାର ବନ୍ଦ କରି ବାହାରି ଆସିଲା।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ସ୍ତ୍ରୀଲୋକଟି ଉପର କୋଠରୀକୁ ଯାଇ ପରମେଶ୍ୱରଙ୍କ ଲୋକର ଖଟ ଉପରେ ପୁଅକୁ ଶୁଆଇ ଦେଇ ଦ୍ୱାର ବନ୍ଦ କରି ବାହାରକୁ ଆସିଲା।

Gade chapit la Kopi




2 ରାଜାବଳୀ 4:21
6 Referans Kwoze  

ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।


ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”


ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”


ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।


ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।


ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”


Swiv nou:

Piblisite


Piblisite