Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 4:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ମାତ୍ର ସେ କହିଲେ, ତେବେ ମଇଦା ଆଣ। ଆଉ ସେ ତାହା ହଣ୍ତାରେ ପକାଇ କହିଲେ, ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ। ତହୁଁ ହଣ୍ତାରେ କିଛି ମନ୍ଦ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

41 ମାତ୍ର ଇଲୀଶାୟ କହିଲେ, “କିଛି ମଇଦା ଆଣ।” ସେମାନେ କିଛି ମଇଦା ଆଣିଲେ ଓ ଇଲୀଶାୟ ସେହି ପାତ୍ରରେ ପକାଇଲେ। ତା'ପରେ ସେ କହିଲେ, “ଲୋକମାନଙ୍କୁ ପରସ, ବର୍ତ୍ତମାନ ସେମାନେ ଖାଇ ପାରନ୍ତି।” ବାସ୍ତବରେ ହଣ୍ଡାରେ ଏହି ସମୟରେ କିଛି ମନ୍ଦ ରହିଲା ନାହିଁ।

Gade chapit la Kopi




2 ରାଜାବଳୀ 4:41
7 Referans Kwoze  

ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”


ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,


ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।


କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।


ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,


ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।


ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


Swiv nou:

Piblisite


Piblisite