2 ରାଜାବଳୀ 4:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଉଚ୍ଛିଷ୍ଟ ରଖିଲେ। Gade chapit laଓଡିଆ ବାଇବେଲ44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ। Gade chapit laପବିତ୍ର ବାଇବଲ44 ତା'ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ। Gade chapit la |