2 ରାଜାବଳୀ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ ସ୍ତ୍ରୀ ତାଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ଵାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। Gade chapit laଓଡିଆ ବାଇବେଲ5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। Gade chapit laପବିତ୍ର ବାଇବଲ5 ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀଲୋକଟି ନିଜ ଘରକୁ ଆସି ଘରର ଦ୍ୱାର ବନ୍ଦ କଲା। ଘର ଭିତରେ ସେ ଓ ତା'ର ଦୁଇପୁତ୍ର ମାତ୍ର ରହିଲେ। ତା'ର ପୁତ୍ରମାନେ ପାତ୍ରଗୁଡ଼ିକୁ ଆଣିଲେ ଓ ସେ ସେଥିରେ ତୈଳ ଢାଳିଲେ। Gade chapit la |